ଯାତ୍ରା ପୁସ୍ତକ 19:10 - ପବିତ୍ର ବାଇବଲ10 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶେଷ ସଭାର ଆୟୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ Viz kapitolaଓଡିଆ ବାଇବେଲ10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ Viz kapitola |