ଯାତ୍ରା ପୁସ୍ତକ 19:17 - ପବିତ୍ର ବାଇବଲ17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଛିଡ଼ା ହେଲେ। Viz kapitolaଓଡିଆ ବାଇବେଲ17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ। Viz kapitola |