ଯାତ୍ରା ପୁସ୍ତକ 19:20 - ପବିତ୍ର ବାଇବଲ20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Viz kapitola |