ଯାତ୍ରା ପୁସ୍ତକ 19:21 - ପବିତ୍ର ବାଇବଲ21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Viz kapitolaଓଡିଆ ବାଇବେଲ21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Viz kapitola |