Online Bible

- Reklamy -




ଯାତ୍ରା ପୁସ୍ତକ 19:23 - ପବିତ୍ର ବାଇବଲ

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”

Viz kapitola kopírovat




ଯାତ୍ରା ପୁସ୍ତକ 19:23

Následuj nás:

Reklamy


Reklamy