ଯାତ୍ରା ପୁସ୍ତକ 19:4 - ପବିତ୍ର ବାଇବଲ4 ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିରୂପେ ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ। Viz kapitolaଓଡିଆ ବାଇବେଲ4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ। Viz kapitola |