ଯାତ୍ରା ପୁସ୍ତକ 19:7 - ପବିତ୍ର ବାଇବଲ7 ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ଵାରା ଆଦିଷ୍ଟ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Viz kapitolaଓଡିଆ ବାଇବେଲ7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। Viz kapitola |