Online Bible

- Reklamy -




ଯାତ୍ରା ପୁସ୍ତକ 2:13 - ପବିତ୍ର ବାଇବଲ

13 ତା’ ପରଦିନ ମୋଶା ଦୁଇଜଣ ଏବ୍ରୀୟ ଲୋକଙ୍କୁ ଦେଖିଲେ। ସେମାନେ ପରସ୍ପର ମଧ୍ୟରେ କଳି କରୁଥିଲେ। ମୋଶା ଦେଖିଲେ ସେମାନଙ୍କ ମଧ୍ୟରୁ ଜଣକର ଦୋଷ ଥିଲା। ମୋଶା ସେହି ଦୋଷୀ ଲୋକଟିକୁ କହିଲେ, “ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଦ୍ଵିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକକୁ କହିଲେ, ତୁମ୍ଭେ ଆପଣା ଭାଇକି କାହିଁକି ପ୍ରହାର କରୁଅଛ?

Viz kapitola kopírovat

ଓଡିଆ ବାଇବେଲ

13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”

Viz kapitola kopírovat




ଯାତ୍ରା ପୁସ୍ତକ 2:13

Následuj nás:

Reklamy


Reklamy