ଯାତ୍ରା ପୁସ୍ତକ 2:17 - ପବିତ୍ର ବାଇବଲ17 ଇତ୍ୟବସରରେ ମେଷପାଳକମାନେ ଆସି ସେମାନଙ୍କୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମୋଶା ସେମାନଙ୍କୁ ସାହାଯ୍ୟ କଲେ ଓ ସେମାନଙ୍କର ମେଷପଲକୁ ଜଳ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ। Viz kapitolaଓଡିଆ ବାଇବେଲ17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ। Viz kapitola |