ଯାତ୍ରା ପୁସ୍ତକ 2:19 - ପବିତ୍ର ବାଇବଲ19 କନ୍ୟାଗଣ ତାଙ୍କୁ ଉତ୍ତର ଦେଲେ, “ହଁ, ମେଷପାଳକମାନେ ଆମ୍ଭକୁ ଘୋଉଡ଼ାଇ ଦେଉଥିଲେ, ମାତ୍ର ଏବ୍ରୀୟ ଲୋକ ଆମ୍ଭକୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢ଼ି ଆମ୍ଭର ମେଷମାନଙ୍କୁ ଜଳପାନ କରାଇଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ସେମାନେ କହିଲେ, ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା। Viz kapitolaଓଡିଆ ବାଇବେଲ19 ତହିଁରେ ସେମାନେ କହିଲେ, “ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।” Viz kapitola |