ଯାତ୍ରା ପୁସ୍ତକ 2:20 - ପବିତ୍ର ବାଇବଲ20 ତେଣୁ ରୂୟେଲ ତାଙ୍କର କନ୍ୟାମାନଙ୍କୁ କହିଲେ, “ସେହି ଲୋକଟି କେଉଁଠାରେ ଅଛି? ତୁମ୍ଭେ କାହିଁକି ତାଙ୍କୁ ଛାଡ଼ି ଦେଲ? ତାଙ୍କୁ ଏଠାକୁ ଡାକ ସେ ଆମ୍ଭ ସହିତ ଖାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ। Viz kapitolaଓଡିଆ ବାଇବେଲ20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।” Viz kapitola |