ଯାତ୍ରା ପୁସ୍ତକ 2:22 - ପବିତ୍ର ବାଇବଲ22 ସିପ୍ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ମୋଶା ତାଙ୍କର ନାମ ଗେର୍ଶୋମ୍ ଦେଲେ, କାରଣ ସେ କହିଲେ, “ମୁଁ ବିଦେଶରେ ବାସ କରି ଆସୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଥିଉତ୍ତାରେ ସେ ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ୍ (ଅତ୍ର-ପ୍ରବାସୀ) ଦେଲେ; କାରଣ ସେ କହିଲେ, ମୁଁ ବିଦେଶରେ ପ୍ରବାସୀ ହୋଇଅଛି। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।” Viz kapitola |