ଯାତ୍ରା ପୁସ୍ତକ 2:23 - ପବିତ୍ର ବାଇବଲ23 ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ହେତୁରୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା। Viz kapitola |