ଯାତ୍ରା ପୁସ୍ତକ 2:7 - ପବିତ୍ର ବାଇବଲ7 ତା'ପରେ ସେହି ଶିଶୁଟିର ଭଉଣୀ ରାଜକନ୍ୟାଙ୍କୁ ପଗ୍ଭରିଲା, “ମୁଁ ଯାଇ ଏହି ଶିଶୁଟିକୁ ତା'ର ସ୍ତନ୍ୟପାନ କରାଇବା ପାଇଁ ଜଣେ ଏବ୍ରୀୟା ଧାତ୍ରୀକି ଆଣିପାରେ କି?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକି ଡାକି ଆଣିବି? Viz kapitolaଓଡିଆ ବାଇବେଲ7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?” Viz kapitola |