ଯାତ୍ରା ପୁସ୍ତକ 2:8 - ପବିତ୍ର ବାଇବଲ8 ରାଜାଙ୍କର କନ୍ୟା କହିଲେ, “ହଁ, ଦୟାକରି ଡାକ।” ତେଣୁ ସେହି ବାଳିକାଟି ଯାଇ ତା'ର ମାକୁ ଡାକି ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଫାରୋଙ୍କର କନ୍ୟା କହିଲା, ଯାଅ; ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Viz kapitolaଓଡିଆ ବାଇବେଲ8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Viz kapitola |