ଯାତ୍ରା ପୁସ୍ତକ 20:12 - ପବିତ୍ର ବାଇବଲ12 “ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। Viz kapitolaଓଡିଆ ବାଇବେଲ12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। Viz kapitola |