ଯାତ୍ରା ପୁସ୍ତକ 20:17 - ପବିତ୍ର ବାଇବଲ17 “ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ। Viz kapitolaଓଡିଆ ବାଇବେଲ17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ। Viz kapitola |