Online Bible

- Reklamy -




ଯାତ୍ରା ପୁସ୍ତକ 20:19 - ପବିତ୍ର ବାଇବଲ

19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।

Viz kapitola kopírovat

ଓଡିଆ ବାଇବେଲ

19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”

Viz kapitola kopírovat




ଯାତ୍ରା ପୁସ୍ତକ 20:19

Následuj nás:

Reklamy


Reklamy