Online Bible

- Reklamy -




ଯାତ୍ରା ପୁସ୍ତକ 20:21 - ପବିତ୍ର ବାଇବଲ

21 ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତେଣୁ ଲୋକମାନେ ଦୂରରେ ଛିଡ଼ା ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ଵର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

Viz kapitola kopírovat

ଓଡିଆ ବାଇବେଲ

21 ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 20:21

Následuj nás:

Reklamy


Reklamy