Online Bible

- Reklamy -




ଯାତ୍ରା ପୁସ୍ତକ 20:22 - ପବିତ୍ର ବାଇବଲ

22 ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ।

Viz kapitola kopírovat

ଓଡିଆ ବାଇବେଲ

22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।

Viz kapitola kopírovat




ଯାତ୍ରା ପୁସ୍ତକ 20:22

Následuj nás:

Reklamy


Reklamy