ଯାତ୍ରା ପୁସ୍ତକ 20:26 - ପବିତ୍ର ବାଇବଲ26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ। Viz kapitolaଓଡିଆ ବାଇବେଲ26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’” Viz kapitola |