ଯାତ୍ରା ପୁସ୍ତକ 20:4 - ପବିତ୍ର ବାଇବଲ4 “ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitolaଓଡିଆ ବାଇବେଲ4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। Viz kapitola |