ଯାତ୍ରା ପୁସ୍ତକ 20:7 - ପବିତ୍ର ବାଇବଲ7 “ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitolaଓଡିଆ ବାଇବେଲ7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitola |