Online Bible

- Reklamy -




ଯାତ୍ରା ପୁସ୍ତକ 21:10 - ପବିତ୍ର ବାଇବଲ

10 “ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତେବେ ସେ ପ୍ରଥମ ସ୍ତ୍ରୀକୁ କେବେ ଅସୁବିଧାରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ୟ ଯଥା: ଖାଦ୍ୟ, ବସ୍ତ୍ରରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଯେବେ ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟର ତ୍ରୁଟି କରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।

Viz kapitola kopírovat




ଯାତ୍ରା ପୁସ୍ତକ 21:10

Následuj nás:

Reklamy


Reklamy