ଯାତ୍ରା ପୁସ୍ତକ 21:12 - ପବିତ୍ର ବାଇବଲ12 “ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଆଘାତ କରେ ଓ ହତ୍ୟାକରେ, ତେବେ ଆଘାତ କରିଥିବା ବ୍ୟକ୍ତିକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)12 କେହି ଯେବେ କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ। Viz kapitola |