ଯାତ୍ରା ପୁସ୍ତକ 21:15 - ପବିତ୍ର ବାଇବଲ15 “ଯଦି କୌଣସି ଲୋକ ତା'ର ପିତା କିମ୍ବା ମାତାକୁ ଆଘାତ କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଯେ କେହି ଆପଣା ପିତା କି ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ। Viz kapitolaଓଡିଆ ବାଇବେଲ15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ। Viz kapitola |