ଯାତ୍ରା ପୁସ୍ତକ 21:19 - ପବିତ୍ର ବାଇବଲ19 ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା'ର ସହାୟତା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ। Viz kapitolaଓଡିଆ ବାଇବେଲ19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ। Viz kapitola |