ଯାତ୍ରା ପୁସ୍ତକ 21:20 - ପବିତ୍ର ବାଇବଲ20 “ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ଼ ମାରେ, ଯଦି ଆଘାତପ୍ରାପ୍ତ ହୋଇ ଦାସଟି ମରିଯାଏ, ତେବେ ତା'ର ମୁନିବକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ କେହି ଆପଣା ଦାସ ବା ଦାସୀକି ଯଷ୍ଟି ଦ୍ଵାରା ପ୍ରହାର କଲେ, ସେ ଯେବେ ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ତନୀୟ ହେବ। Viz kapitolaଓଡିଆ ବାଇବେଲ20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ। Viz kapitola |