ଯାତ୍ରା ପୁସ୍ତକ 21:21 - ପବିତ୍ର ବାଇବଲ21 ଯଦି ସେହି ଦାସ ମାଡ଼ ହେବା ଦିନଠାରୁ ଦିନେ ବା ଦୁଇ ଦିନ ବଞ୍ଚେ, ତେବେ ତାକୁ ଆଉ ଦଣ୍ଡ ଦିଆଯିବ ନାହିଁ। କାରଣ, ମୁନିବ ତାକୁ ପଇସା ବିନିମୟରେ କ୍ରୟ କରିଥାଏ ଏବଂ ଦାସଟି ତା'ର ସମ୍ପୁର୍ଣ୍ଣ ନିଜର ହୋଇଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସେ ଯେବେ ଦୁଇ ଏକ ଦିନ ବଞ୍ଚେ, ତେବେ ସେ ଦଣ୍ତନୀୟ ହେବ ନାହିଁ; କାରଣ ସେ ତାହାର ରୂପା ସ୍ଵରୂପ। Viz kapitolaଓଡିଆ ବାଇବେଲ21 ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ। Viz kapitola |