ଯାତ୍ରା ପୁସ୍ତକ 21:28 - ପବିତ୍ର ବାଇବଲ28 “ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା'ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା'ର ମାଂସ ଖିଆଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ଗୋରୁ କୌଣସି ପୁରୁଷ କି ସ୍ତ୍ରୀକି ବିନ୍ଧିଲେ ଯେବେ ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ, ପୁଣି ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ଵାମୀ ଦଣ୍ତଯୋଗ୍ୟ ହେବ ନାହିଁ। Viz kapitolaଓଡିଆ ବାଇବେଲ28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ। Viz kapitola |