ଯାତ୍ରା ପୁସ୍ତକ 21:32 - ପବିତ୍ର ବାଇବଲ32 କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା'ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 କାହାର ଗୋରୁ ଯେବେ କାହାର ଦାସ କି ଦାସୀକି ବିନ୍ଧେ, ତେବେ ସେ ତାହାର ପ୍ରଭୁକୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ। Viz kapitolaଓଡିଆ ବାଇବେଲ32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ। Viz kapitola |