ଯାତ୍ରା ପୁସ୍ତକ 21:34 - ପବିତ୍ର ବାଇବଲ34 ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ଵାମୀକି ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ। Viz kapitolaଓଡିଆ ବାଇବେଲ34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ। Viz kapitola |