ଯାତ୍ରା ପୁସ୍ତକ 21:8 - ପବିତ୍ର ବାଇବଲ8 ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯେବେ ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ-ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Viz kapitolaଓଡିଆ ବାଇବେଲ8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। Viz kapitola |