ଯାତ୍ରା ପୁସ୍ତକ 22:1 - ପବିତ୍ର ବାଇବଲ1 “ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେବେ କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Viz kapitolaଓଡିଆ ବାଇବେଲ1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ। Viz kapitola |