ଯାତ୍ରା ପୁସ୍ତକ 22:10 - ପବିତ୍ର ବାଇବଲ10 “କୌଣସି ଲୋକ ଯଦି ଅନ୍ୟ କାହାର ଗଧ କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଥାଏ, ଯଦି ଅଦେଖାରେ ସେ ପଶୁ ମରେ କିମ୍ବା ଅଙ୍ଗହାନି ହୁଏ କିମ୍ବା ତଡ଼ି ଦିଆଯାଏ, Viz kapitolaପବିତ୍ର ବାଇବଲ (Re-edited) - (BSI)10 କେହି ପ୍ରତିବାସୀ ନିକଟରେ ଆପଣା ଗଧ, କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଲେ ଯେବେ କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ, Viz kapitolaଓଡିଆ ବାଇବେଲ10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ, Viz kapitola |