ଯାତ୍ରା ପୁସ୍ତକ 22:13 - ପବିତ୍ର ବାଇବଲ13 ଯଦି କୌଣସି ବନ୍ୟ ଜନ୍ତୁ ତାକୁ ହତ୍ୟା କରେ, ଦେବେ ତାହା ଯଦି ସେ ପ୍ରମାଣ କରେ ତେବେ ତାକୁ ସେହି ପଶୁର ମୂଲ୍ୟ ଦେବାକୁ ପଡ଼ିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେବେ ସେହି ପଶୁ ବିଦୀର୍ଣ୍ଣହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Viz kapitolaଓଡିଆ ବାଇବେଲ13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Viz kapitola |