Online Bible

- Reklamy -




ଯାତ୍ରା ପୁସ୍ତକ 22:15 - ପବିତ୍ର ବାଇବଲ

15 କିନ୍ତୁ ଯଦି ପଶୁ ନିକଟରେ ତା'ର ମୁନିବ ଥାଏ, ତେବେ ତା'ର ପଡ଼ୋଶୀକୁ କିଛି ଦେବାକୁ ପଡ଼ିବ ନାହିଁ। କିମ୍ବା ଯଦି ତା'ର ପଡ଼ୋଶୀ ସେହି ପଶୁକୁ ବ୍ୟବହାର କରି ପଇସା ଦେଉଥାଏ, ତେବେ ତାକୁ ପଇସା ଦେବାକୁ ପଡ଼ିବ ନାହିଁ। ଯେବେ ସେହି ପଶୁଟି ମରିଯାଏ, ବ୍ୟବହାର ସମୟରେ ଯେତିକି ଅର୍ଥ ଦେଇଥିବ ତାହା ଯଥେଷ୍ଟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଯେବେ ତାହାର ସ୍ଵାମୀ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯେବେ ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ। ନୈତିକ ଧର୍ମ ସଂକ୍ରାନ୍ତୀୟ ବ୍ୟବସ୍ଥା

Viz kapitola kopírovat

ଓଡିଆ ବାଇବେଲ

15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।

Viz kapitola kopírovat




ଯାତ୍ରା ପୁସ୍ତକ 22:15

Následuj nás:

Reklamy


Reklamy