ଯାତ୍ରା ପୁସ୍ତକ 22:17 - ପବିତ୍ର ବାଇବଲ17 ଯଦି ତାଙ୍କର ପିତା ଦୁହିଁଙ୍କୁ ବିବାହ ଦେବାକୁ ମନା କରେ ତଥାପି ମଧ୍ୟ ସେହି ଯୁବକକୁ ଅର୍ଥ ଦେବାକୁ ପଡ଼ିବ। ସେ ତାଙ୍କୁ ସମ୍ପୂର୍ଣ୍ଣ ଅର୍ଥ ଦେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେବେ ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତା; ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟରବ୍ୟବସ୍ଥାନୁସାରେ ରୂପା ତୌଲି ଦେବ। Viz kapitolaଓଡିଆ ବାଇବେଲ17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ। Viz kapitola |