ଯାତ୍ରା ପୁସ୍ତକ 22:21 - ପବିତ୍ର ବାଇବଲ21 “ମନେରଖ, ଅତୀତରେ ତୁମ୍ଭେମାନେ ମିଶରରେ ବିଦେଶୀ ରୂପେ ଥିଲ। ତେଣୁ ତୁମ୍ଭ ଦେଶରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaଓଡିଆ ବାଇବେଲ21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitola |