ଯାତ୍ରା ପୁସ୍ତକ 22:25 - ପବିତ୍ର ବାଇବଲ25 “ଯଦି ତୁମ୍ଭେ ଗରିବ ଲୋକକୁ ଧାର ଦିଅ, ଯିଏକି ମୋର ଲୋକ ତୁମ୍ଭେ ତା’ ନିକଟରୁ ସୁଧ ନେବ ନାହିଁ। ମହାଜନ ପରି ବ୍ୟବହାର କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ଯେବେ ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକକୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ। Viz kapitolaଓଡିଆ ବାଇବେଲ25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ। Viz kapitola |