ଯାତ୍ରା ପୁସ୍ତକ 22:28 - ପବିତ୍ର ବାଇବଲ28 “ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଶାପ ଦେବ ନାହିଁ। Viz kapitolaଓଡିଆ ବାଇବେଲ28 ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଅଭିଶାପ ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ। Viz kapitola |