Online Bible

- Reklamy -




ଯାତ୍ରା ପୁସ୍ତକ 22:30 - ପବିତ୍ର ବାଇବଲ

30 ତୁମ୍ଭମାନଙ୍କର ମେଷ, ଗୋବତ୍ସା ଇତ୍ୟାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖରେ ସାତ ଦିନ ରଖି ଅଷ୍ଟମ ଦିନରେ ମୋ'ଠାରେ ଉତ୍ସର୍ଗ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।

Viz kapitola kopírovat

ଓଡିଆ ବାଇବେଲ

30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।

Viz kapitola kopírovat




ଯାତ୍ରା ପୁସ୍ତକ 22:30

Následuj nás:

Reklamy


Reklamy