ଯାତ୍ରା ପୁସ୍ତକ 22:6 - ପବିତ୍ର ବାଇବଲ6 “ଯଦି କୌଣସି ଲୋକ କଣ୍ଟକ ବନରେ ଅଗ୍ନି ସଂଯୋଗ କରେ ଓ ସେହି ଅଗ୍ନିରେ ଯଦି କାହାର କ୍ଷେତର ଫସଲ ବା ଶସ୍ୟଗଦା କିମ୍ବା କ୍ଷେତଟି ପୋଡ଼ି ନଷ୍ଟ ହୁଏ ତେବେ ସେହି ଲୋକକୁ ଉକ୍ତ କ୍ଷତିର ଭରଣା କରିବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଅଗ୍ନି ଜ୍ଵଳି କଣ୍ଟକ ବନରେ ଲାଗିଲେ ଯେବେ କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ୍ର ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ। Viz kapitolaଓଡିଆ ବାଇବେଲ6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ। Viz kapitola |