ଯାତ୍ରା ପୁସ୍ତକ 22:7 - ପବିତ୍ର ବାଇବଲ7 “ଆଉ କେହି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ ତାହା ଯେବେ କେହି ସେହି ଲୋକର ଗୃହରୁ ଗ୍ଭେରି କରେ ଓ ସେହି ଗ୍ଭେର ଧରାପଡ଼େ, ତେବେ ସେ ତା'ର ଦୁଇଗୁଣ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, କେହି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ, ତାହା ଯେବେ କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ। Viz kapitolaଓଡିଆ ବାଇବେଲ7 ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇ ଗୁଣ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ। Viz kapitola |