ଯାତ୍ରା ପୁସ୍ତକ 23:1 - ପବିତ୍ର ବାଇବଲ1 “ଅନ୍ୟ ଲୋକମାନଙ୍କ ବିଷୟରେ ମିଥ୍ୟା କୁହ ନାହିଁ। କାହାରି ପାଇଁ ମିଥ୍ୟା ସାକ୍ଷୀ ଦେଇ, ତାକୁ ଅସୁବିଧାରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡ଼ଯନ୍ତ୍ର କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Viz kapitolaଓଡିଆ ବାଇବେଲ1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Viz kapitola |