ଯାତ୍ରା ପୁସ୍ତକ 23:14 - ପବିତ୍ର ବାଇବଲ14 “ତୁମ୍ଭେମାନେ ବର୍ଷରେ ତିନିଥର ମୋ’ ଉଦ୍ଦେଶ୍ୟରେ ଉତ୍ସବ କର। ସେହି ଉତ୍ସବ ଗୁଡ଼ିକରେ ତୁମ୍ଭେମାନେ ମୋର ପବିତ୍ର ସ୍ଥାନକୁ ଆସି ଉପାସନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Viz kapitolaଓଡିଆ ବାଇବେଲ14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Viz kapitola |