ଯାତ୍ରା ପୁସ୍ତକ 23:16 - ପବିତ୍ର ବାଇବଲ16 “ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ୱିତୀୟ ଉତ୍ସବ। ତୁମ୍ଭେମାନେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭରେ ପାଳନ କରିବ। “ଏବଂ ତୃତୀୟ ଉତ୍ସବଟି ହେଉଛି ସଂଗ୍ରହର ଉତ୍ସବ। ଏହି ଉତ୍ସବଟି ବର୍ଷ ଶେଷରେ ଫଳ ସଂଗ୍ରହ କଲାବେଳେ ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର। Viz kapitolaଓଡିଆ ବାଇବେଲ16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର। Viz kapitola |