ଯାତ୍ରା ପୁସ୍ତକ 23:2 - ପବିତ୍ର ବାଇବଲ2 “ତୁମ୍ଭେ ଲୋକ ଗହଳି ସହିତ ଯୋଗଦେବା ଉଚିତ୍ ନୁହଁ ଏବଂ ନ୍ୟାୟକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତେବେଳେ ତୁମ୍ଭେ ନ୍ୟାୟାଳୟରେ ସାକ୍ଷ୍ୟ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Viz kapitolaଓଡିଆ ବାଇବେଲ2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; Viz kapitola |