Online Bible

- Reklamy -




ଯାତ୍ରା ପୁସ୍ତକ 23:20 - ପବିତ୍ର ବାଇବଲ

20 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ ନିକଟକୁ ସ୍ୱର୍ଗଦୂତ ପଠାଉଛୁ ସେ ତୁମ୍ଭମାନଙ୍କୁ ଆମ୍ଭେ ପ୍ରସ୍ତୁତ କରିଥିବା ଦେଶକୁ ନେଇଯିବେ। ସେହି ସ୍ୱର୍ଗଦୂତ ତୁମ୍ଭମାନଙ୍କୁ ସୁରକ୍ଷା ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।

Viz kapitola kopírovat

ଓଡିଆ ବାଇବେଲ

20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।

Viz kapitola kopírovat




ଯାତ୍ରା ପୁସ୍ତକ 23:20

Následuj nás:

Reklamy


Reklamy