ଯାତ୍ରା ପୁସ୍ତକ 23:22 - ପବିତ୍ର ବାଇବଲ22 ତାଙ୍କର ପ୍ରତ୍ୟେକ କଥାକୁ ମାନ। ସେ ତୁମ୍ଭମାନଙ୍କୁ ଯାହାସବୁ କହିବେ ତାହା ସବୁ ପାଳନ କର। ଯଦି ତୁମ୍ଭେ ତାହା ପାଳନ କର ଦେବେ ଆମ୍ଭେ ତୁମ୍ଭ ସହିତ ରହିବା। ଏବଂ ଆମ୍ଭେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କର ବିରୋଧ କରିବା। ଯେଉଁମାନେ ତୁମ୍ଭକୁ ବିରୋଧ କରିବେ ସେମାନେ ଆମ୍ଭର ଶତ୍ରୁ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା। Viz kapitolaଓଡିଆ ବାଇବେଲ22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା। Viz kapitola |